Local
ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ଅଧ୍ୟକ୍ଷତା ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ।
ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିପର୍ଯ୍ୟୟ ପ୍ରସ୍ତୁତି ଓ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ‘ପ୍ରତ୍ୟେକଟି ଜୀବନ ମୂଲ୍ୟବାନ’ ଏହା ହିଁ ଆମର ବିପର୍ଯ୍ୟୟ ପରିଚାଳନା ନୀତି ବୋଲି ମୁଖ୍ୟମନ୍ତ୍ରୀ ବୈଠକରେ କହିଛନ୍ତି।